Our Correspondent

୧୫ରେ ବିଜେବି ଫ୍ରେଣ୍ଡସର ବାର୍ଷିକ ବନ୍ଧୁମିଳନ

ଭୁବନେଶ୍ୱର : ବିଜେବି କଲେଜ ପୁରାତନ ଛାତ୍ର ସଂଘ "ବିଜେବି ଫ୍ରେଣ୍ଡସ " ର ବାର୍ଷିକ ବନ୍ଧୁ ମିଳନ ଆସନ୍ତା ମାସ ଡିସେମ୍ବର ୧୫ ତାରିଖ ଦିନ ଆୟୋଜିତ ହେବାକୁ ଯାଉଛି। ଉତ୍ସବ ପୂର୍ବରୁ ବରୁଣେଇ ପାହାଡ଼ ଠାରୁ ବିଜେବି ଫ୍ରେଣ୍ଡ୍ସ...

Read more

ନବୀନଙ୍କୁ ଭେଟିଲେ ବଡମ୍ବାର ନବେରୁ ଉର୍ଦ୍ଧ ପଂଚାୟତ ପ୍ରତିନିଧି

ଭୁବନେଶ୍ୱର: ବଡମ୍ବା ନରସିଂହପୁର ନିର୍ବାଚନ ମଣ୍ଡଳୀର ନବେରୁ ଉର୍ଦ୍ଧ ସରପଞ୍ଚ, ଓ ପଂଚାୟତ ପ୍ରତିନିଧି ଆଜି ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ସେମାନଙ୍କ...

Read more

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ଟାସ୍କ ଫୋର୍ସ

ଭୁବନେଶ୍ୱର: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର...

Read more

କେବେ ପର, କେବେ ନିଜର

ଭୁବନେଶ୍ୱର: ବିଜେଡି ସରକାରର ପଞ୍ଚମ ପାଳିରେ ଅତ୍ୟନ୍ତ କ୍ଷମତାଶାଳୀ ଥିଲେ ଡି.ଏସ୍.କୁଟ୍ଟେ ଏବଂ ଆଶିଷ ସିଂ । ଭି.କେ.ପାଣ୍ଡିଆନଙ୍କ ପରେ ଏହି ଦୁଇ ଅଧିକାରୀଙ୍କୁ ନେଇ ବେଶୀ ଚର୍ଚ୍ଚା ହେଉଥିଲା । ରାଜ୍ୟ ବିଜେପି ନେତାମାନେ ଏହି ଅଧିକାରୀଙ୍କ ପଛରେ ବେଶୀ...

Read more

ସାମ୍ବାଦିକଙ୍କ ବୀମା ଅର୍ଥ ବୃଦ୍ଧି ଏବଂ ପେନସନ୍‌ ଲାଗୁ ନେଇ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର: ଭାରତବର୍ଷର ଅନେକ ରାଜ୍ୟ ସାମ୍ବାଦିକମାନଙ୍କ ସାମାଜିକ ସୁରକ୍ଷାକୁ ଗୁରୁତ୍ୱ ଦେଇ ପେନସନ୍‌ ପ୍ରଦାନ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି । ଓଡ଼ିଶାରେ ଏ ପର୍ଯ୍ୟନ୍ତ ଏହା ଲାଗୁ କରାଯାଇ ପାରିନାହିଁ । ରାଜ୍ୟର ମୁଦ୍ରିତ, ବୈଦ୍ୟୁତିକ ଏବଂ ୱେବ ମିଡିଆରେ କାର୍ଯ୍ୟ...

Read more

ସୋହେଲାରେ ସମାବେଶ, ଚାଷୀଙ୍କୁ ୮୦୦ ଟଙ୍କା ଇନ୍‌ପୁଟ ସହାୟତା

ଭୁବନେଶ୍ୱର: ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମା ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଆଜି...

Read more

ଡିଲ୍ ବେଳେ ରେଡ୍: ୩ ଜଣଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ୱର: ଗତକାଲି ଭୁବନେଶ୍ୱରର ମେ' ଫେୟାର ହୋଟେଲ ସାମନାରୁ ସିବିଆଇ ଉଠାଇ ନେଇଥିବା ଆଦିତ୍ୟ ଦେବ ଇନଫ୍ରା ପ୍ରାଇଭେଟ୍ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ତଥା ସୁପର୍ କ୍ଲାସ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର ଗିରଫ ହୋଇଛନ୍ତି । ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍...

Read more
Page 155 of 980 1 154 155 156 980