Our Correspondent

ଇସ୍ତଫାପତ୍ର ଗ୍ରହଣ କଲେ ନବୀନ

ଭୁୁବନେଶ୍ୱର: ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ପଦରୁ ଗତକାଲି ଇସ୍ତଫା ଦେଇଥିଲେ ଡ. ସସ୍ମିତ୍ ପାତ୍ର । ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଥିବା ଖବର ଆସିଥିଲା । ମାତ୍ର ତାଙ୍କର ଇସ୍ତଫାପତ୍ର କେଉଁଠୁ...

Read more

ଜନ୍ମଦିନରେ କିସ୍‍ ଛାତ୍ରଛାତ୍ରୀଙ୍କୁ ଅନନ୍ତ ଅମ୍ବାନୀଙ୍କ ଉପହାର

ଭୁବନେଶ୍ୱର: ନିଜ ଜନ୍ମଦିନରେ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି, ଚାକିରି ଓ ଏକ୍ସପୋଜର ସୁଯୋଗ ଭଳି ଅନେକ ଘୋଷଣା କରିଛନ୍ତି ଅନନ୍ତ ଅମ୍ବାନୀ। ଆଜି ନିଜ ଜନ୍ମଦିନ ପାଳନ ଅବସରରେ ଅନନ୍ତ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ରିଲାଏନ୍ସ ଗ୍ରୁପରେ ଚାକିରି ସୁଯୋଗ ସହ...

Read more

ବିଜୁ ଲିଗାସୀରେ ଜେବିଙ୍କ ଜ୍ୱାଇଁ

ଭୁବନେଶ୍ୱର: ବିଜେଡି ଭାଙ୍ଗିବାକୁ ୬ ମାସ ପୂର୍ବରୁ ହୋଇଥିବା ଷଡ଼ଯନ୍ତ୍ରର ଦ୍ୱିତୀୟ ଟ୍ରେଲର୍ ଆସନ୍ତା ୧୭ ତାରିଖରେ ଦେଖିବାକୁ ମିଳିବ । ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ତଥାକଥିତ ବିଜୁ ଲିଗାସୀ ନେତା ଓ କର୍ମୀଙ୍କ ବିରାଟ...

Read more

୫୯,୦୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର...

Read more

ବାହାର କରିବା ପୂର୍ବରୁ ବାହାରିଗଲେ

ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ପଦରୁ ଇସ୍ତଫା ଦେଇଛନ୍ତି ଡ. ସସ୍ମିତ୍ ପାତ୍ର । ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି । ଇସ୍ତଫାର କାରଣ ସମ୍ପର୍କରେ ସେ ମୁହଁ ଖୋଲି ନ...

Read more

ଲୁହାପଥର ଉତ୍ପାଦନ ବଢ଼ାନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଲୁହାପଥର ଉତ୍ପାଦନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଖଣି ଲିଜ୍‌ଧାରୀ ଓ ଶିଳ୍ପପତି ମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନ ଠାରେ ଆୟୋଜିତ ଏହି ବୈଠକରେ...

Read more

“ଆମେ ଜାଣିବା, ଆମ ବଜେଟ” ଅଭିଯାନ

ଭୁବନେଶ୍ୱର: ବଜେଟ କେବଳ ଆୟ-ବ୍ୟୟର ତାଲିକା ନୁହେଁ, ବରଂ ଏହା ଓଡ଼ିଶାର ସମଗ୍ର ଉନ୍ନତି ସହ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣର ଏକ ସୁଦୃଢ଼ ରୋଡମ୍ୟାପ୍ ବୋଲି ରାଜ୍ୟ ସ୍ତରୀୟ ବଜେଟ ସଚେତନତା କର୍ମଶାଳା ‘ଆମେ ଜାଣିବା, ଆମ ବଜେଟ’ ଅବସରରେ...

Read more
Page 16 of 978 1 15 16 17 978