ଲୋକନୀତି ନିର୍ଦ୍ଧାରଣରେ ଲୋକଙ୍କ ଭାଗିଦାରୀ ରହୁ: ଓମ୍ ବିର୍ଲା
ଭୁବନେଶ୍ୱର: ଦେଶ ଓ ରାଜ୍ୟରେ ସରକାର ଲୋକଙ୍କ ପାଇଁ ପ୍ରସ୍ତୁତ କରୁଥିବା ଲୋକନୀତିରେ ସାଧାରଣ ଲୋକଙ୍କ ଭାଗୀଦାରି ରହିବା ଉଚିତ ବୋଲି ଲୋକସଭା ବାଚସ୍ପତି ଓମ୍ ବିର୍ଲା କହିଛନ୍ତି । ଆଜି କିଟ୍ ସ୍କୁଲ୍ ଅଫ୍ ପବ୍ଲିକ୍ ପଲିସି ଉଦ୍ଘାଟନ କାର୍ଯ୍ୟକ୍ରମରେ...
Read more








