ମେଟ୍ରୋ ପ୍ରକଳ୍ପ ବାତିଲ ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
ଭୁବନେଶ୍ୱର: ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଟ୍ରୋ ପ୍ରକଳ୍ପକୁ ରାଜ୍ୟ ସରକାର ବାତିଲ କରିବା ନିଷ୍ପତ୍ତିକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ଭୁବନେଶ୍ୱର...
Read more








