ସୋଆ ଛାତ୍ରଛାତ୍ରୀଙ୍କୁ ଜୀବନର ସୂତ୍ର ଶିଖାଇଲେ ଅଭିନେତା ଆଶିଷ ବିଦ୍ୟାର୍ଥୀ
ଭୁବନେଶ୍ୱର: ପାଠପଢ଼ା ଶେଷ ହେବା ପରେ ପ୍ରକୃତ ଜୀବନ ଆରମ୍ଭ ହୋଇଥାଏ । ତେବେ ଜୀବନ ଯେଉଁ ପ୍ରତିବନ୍ଧକ ଗୁଡ଼ିକ ସମ୍ମୁଖରେ ଆଣି ରଖିବ ତୁମକୁ ତାହାର ସାମ୍ନା କରିବାକୁ ପଡ଼ିବ ବୋଲି ଛାତ୍ରଛାତ୍ରୀମାନଙ୍କୁ କହିଛନ୍ତି ବିଶିଷ୍ଟ ବଲିଉଡ୍ ଅଭିନେତା ତଥା...
Read more








