Our Correspondent

ମାଇକ୍ରୋଗ୍ରାଭିଟି ଔଷଧ ବିକାଶରେ ସହଯୋଗ ନିମନ୍ତେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଓ ଭୁବନେଶ୍ୱର ସ୍ଥିତ ଷ୍ଟାର୍ଟ ଅପ୍ ସେରେଣ୍ଡିପିଟି ପ୍ରାଇଭେଟ ଲିମିଟେଡ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଏହି ଷ୍ଟାର୍ଟ ଅପ୍ ଅନ୍ତରୀକ୍ଷ...

Read more

ପ୍ରତିବାଦ ତୀବ୍ର

ଭୁବନେଶ୍ୱର: ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ଆମେରିକା ସିଆଇଏ ଏଜେଣ୍ଟ କହିଥିବା ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଚାରିଆଡୁ ନିନ୍ଦା ଏବଂ ପ୍ରତିବାଦ ଜାରି ରହିଛି । ଆଜି ବିଧାନସଭାରେ ବିଜେଡି ଓ କଂଗ୍ରେସ ସଭ୍ୟମାନେ ପ୍ରବଳ ହୋ...

Read more

ସାବାଡ଼ ହେବେ ଅସାଧୁ ବେପାରୀ

ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ...

Read more

ବିଧାୟିକାଙ୍କ କ୍ୱାର୍ଟର୍ସରେ ପଶିଲା ପୁଲିସ

ଭୁୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ନର୍ଲାର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ଭୁବନେଶ୍ୱର ସରକାରୀ କ୍ୱାର୍ଟର୍ସରେ ଆଜି ପଶିଥିଲା ନର୍ଲା ପୁଲିସ । ତାଙ୍କ ସ୍ୱାମୀ ତଥା ନର୍ଲା ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସନ୍ନ ମହାନ୍ତିଙ୍କୁ ଖୋଜିବାକୁ ଆସିଥିଲା । ମାତ୍ର ତାଙ୍କୁ...

Read more

୪୦ % ଲୋକ ବିନା ଲକ୍ଷଣରେ ଯକ୍ଷ୍ମା ରୋଗରେ ପୀଡ଼ିତ

ଭୁବନେଶ୍ୱର: ଦେଶର ୪୦ ପ୍ରତିଶତ ବ୍ୟକ୍ତି ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ବେଳେ ସେମାନଙ୍କ ଠାରେ କୌଣସି ଲକ୍ଷଣ ଦେଖାଦେଉ ନଥିବାରୁ ସେମାନଙ୍କ ଚିକିତ୍ସା ସମ୍ଭବପର ହେଉ ନାହିଁ । ଏଥି ସହିତ ଏହି ରୋଗକୁ ଏକ ସାମାଜିକ କଳଙ୍କ ବୋଲି...

Read more

ଆଇନ ଶୃଙ୍ଖଳା ଅବ୍ୟବସ୍ଥାର ନଗ୍ନଚିତ୍ର

ଭୁବନେଶ୍ୱର: ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଟିଟିଲାଗଡରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେଉଥିଲା । ଏହି ଶୋଭାଯାତ୍ରାରେ ଅରାଜକତାର ସମସ୍ତ ସୀମାରେଖା ଉଲ୍ଲଂଘନ କରି ଟିଟିଲାଗଡ ବିଧାୟକ ନବୀନ ଜୈନ ଏକ ବନ୍ଧୁକ ବାହାର କରି ସର୍ବସାଧାରଣଙ୍କ ସାମ୍ନାରେ ଉପରକୁ...

Read more

ବଢ଼ିବନି ବିଧାୟକଙ୍କ ଦରମା

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ନିଷ୍ପତ୍ତିରୁ ରାଜ୍ୟ ସରକାର ଓହରିଯାଇଛନ୍ତି । ଗତ ଡିସେମ୍ବରରେ ବିଧାନସଭାରେ ପାରିତ ଦରମା, ଭତ୍ତା ଓ ପେନସନ ସଂଶୋଧନ ସଂକ୍ରାନ୍ତୀୟ ବିଲ୍ କୁ ସରକାର ପ୍ରତ୍ୟାହାର କରିବାକୁ ଯାଉଛନ୍ତି । ୪ଟି ବିଲ୍ କୁ ବାତିଲ...

Read more
Page 18 of 978 1 17 18 19 978