Our Correspondent

ଲଢ଼ାଲଢ଼ି ହେବେ ସୁରମା-ପ୍ରମିଳା

ଭୁବନେଶ୍ୱର: ଫେବ୍ରୁଆରୀ ୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଏହାପୂର୍ବରୁ ବିରୋଧୀ ଦଳକୁ ବାଚସ୍ପତି ସୁରମା ପାଢ଼ୀଙ୍କ ଚେତାବନୀ ଏବଂ ବିରୋଧୀ ଦଳର ମୁଖ୍ୟ ସଚେତକ ତଥା ପୂର୍ବତନ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କର ପାଲଟା ଚେତାବନୀ ରାଜନୈତିକ ମାହୋଲକୁ...

Read more

ରାଜ୍ୟ କ୍ୟାବିନେଟ୍‌ରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ମୋଟ ୯ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ...

Read more

ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍ ଉଦ୍‍ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି-2 ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବାଗ୍‍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍'ର ଉଦ୍‍ଘାଟନ କରିଛନ୍ତି । ଏହି ସେଣ୍ଟର୍‌ଟି ବାଙ୍ଗାଲୋର୍ ହସ୍‌ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ ଓ...

Read more

ପ୍ରତାପ ଦେବ ବିଜେଡି ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ...

Read more

ସୋଆ ପିଜି ମେଡିକାଲ୍ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସପିଟାଲର ୪ ଜଣ ସ୍ନାତକୋତର ଛାତ୍ରଛାତ୍ରୀ ଗତ ଜାନୁଆରୀ ୮ ତାରିଖରୁ ୧୨ ତାରିଖ ମଧ୍ୟରେ ମୁମ୍ବାଇ ଠାରେ ଆୟୋଜିତ ୬୭ତମ ଅଲ...

Read more

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ

ଭୁବନେଶ୍ୱର : ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ଓଡ଼ିଶା ଶାଖା ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ...

Read more

ସୁଧାଂଶୁ ପରିଡ଼ାଙ୍କୁ ଫେରାଇ ଆଣିଲା ବିଜେଡି

ଭୁବନେଶ୍ୱର: ରେମୁଣାର ପୂର୍ବତନ ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଫେରାଇ ଆଣିଛି ବିଜେଡି । ତାଙ୍କ ଉପରୁ ବହିଷ୍କାର ଆଦେଶକୁ ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରତ୍ୟାହାର କରିଛନ୍ତି । ଆଜି ଏହାର ଅଫିସ୍ ଅର୍ଡର ଜାରି ହୋଇଛି । ଜନ...

Read more
Page 188 of 1023 1 … 187 188 189 … 1,023