ଏଜିଙ୍କ ଟିପ୍ପଣୀ ପାଇଁ କ୍ଷମା ମାଗିଲେ ଏସଜି
ଭୁବନେଶ୍ୱର: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା ଉପରେ ଗତକାଲି ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଆଡଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଆମିକସ୍ କ୍ୟୁରିଙ୍କ ଉପରେ ଦେଇଥିବା ଟିପ୍ପଣୀ ପାଇଁ ଆଜି କୋର୍ଟରେ କ୍ଷମା ମାଗିଛନ୍ତି ସଲିସିଟର ଜେନେରାଲ୍ ତୁଷାର ମେହେଟ୍ଟା । ଏଜିଙ୍କ...
Read more








