Our Correspondent

ପାପ ଅଧିକ ହୋଇଗଲା !

ଭୁବନେଶ୍ୱର: ପହଣ୍ଡି ବେଳେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କୁ ପକାଇଦେଲେ । ଚାରମାଳ ଉପରେ ହାମୁଡ଼େଇ ପଡ଼ିଗଲେ ବଡ଼ଠାକୁର । ଆଡ଼ପପହଣ୍ଡି ବେଳେ ଗତକାଲି ବଡ଼ଠାକୁରଙ୍କ ତାଳଧ୍ୱଜ ରଥରେ ଏହି ଅଘଟଣ ସମଗ୍ର ବିଶ୍ୱରେ ଜଗନ୍ନାଥପ୍ରେମୀଙ୍କୁ ଭୀଷଣ ଆଘାତ ଦେଇଛି । ଏହି ଅଘଟଣାକୁ...

Read more

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୪୫୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି । ଏଥିରେ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ...

Read more

ବିଜେଡି ଘର ସଜଡ଼ା; ନାଁ କୁ ନବୀନ, ନେପଥ୍ୟରେ ପାଣ୍ଡିଆନ୍

ଭୁବନେଶ୍ୱର: ନିର୍ବାଚନରେ ବିପର୍ଯ୍ୟୟର ସାମନା କରିଥିବା ବିଜୁ ଜନତା ଦଳର ଘର ସଜାଡ଼ିବା କାମ ଆରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରାରେ ଗତକାଲି ସେ ଦଳର ରାଜ୍ୟ କମିଟିଗୁଡ଼ିକୁ ଭାଙ୍ଗି କିଛି ନେତାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି...

Read more

‘ଓଡ଼ିଆ ଜାତିର ଅସ୍ମିତା ଓ ଆବେଗକୁ ବୁଝିବାକୁ ହେଲେ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀକୁ ବୁଝିବାକୁ ହେବ’

ଭୁବନେଶ୍ୱର: ତ୍ୟାଗ, ସେବା,  ସ୍ୱାଭିମାନ, ସମର୍ପଣର ମୂର୍ତ୍ତିମନ୍ତ ପ୍ରତୀକ ହେଉଛନ୍ତି ପଣ୍ଡିତ ଗୋପବନ୍ଧୁ । ଓଡ଼ିଆ ଜାତିର ଅସ୍ମିତା ଓ ଆବେଗକୁ ବୁଝିବାକୁ ହେଲେ ତାଙ୍କର ଜୀବନ କାହାଣୀକୁ ବୁଝିବା ପାଇଁ ହେବ ବୋଲି ଶନିବାର ଭୁବନେଶ୍ୱର ଠାରେ “ପୁଣ୍ୟାତ୍ମା ଉତ୍କଳମଣି...

Read more

ମୁଖ୍ୟମନ୍ତ୍ରୀଙ୍କ କୃଷି ଭବନ ପରିଦର୍ଶନ, ଚାଷୀ ସଂଗଠନ ସହିତ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୃଷକ ମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ମାନଙ୍କ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ...

Read more

ସାରା ରାଜ୍ୟରେ ଲାଗିବ ୫ କୋଟି ଗଛ

ଭୁବନେଶ୍ୱର: : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ସାରା ଦେଶରେ ‘ଏକ ପେଡ ମା କେ ନାମ’ ଅଭିଯାନ ଚାଲିଛି । ଏଥିରେ ବ୍ୟକ୍ତିଗତ ସ୍ତରରେ ଗଛ ଲଗାଇ ଫଟୋ ଅପଲୋଡ କରିବାକୁ ଆହ୍ବାନ ଦିଆଯାଇଛି। ଏହି ଅଭିଯାନରେ ବର୍ତ୍ତମାନ ସୁଦ୍ଧା...

Read more

ଓଡିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।...

Read more
Page 203 of 981 1 202 203 204 981