ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର
ଭୁବନେଶ୍ୱର: ଚଳିତ ନିର୍ବାଚନରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଅନ୍ୟତମ ମୁଖ୍ୟ ପ୍ରସଙ୍ଗ କରିଥିଲା ବିଜେପି । ନିର୍ବାଚନରେ ଜିତି ସରକାର ଗଠନ କରିବା ପରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ରତ୍ନଭଣ୍ଡାରର ରହସ୍ୟ ଉପରୁ ପରଦା...
Read more








