Our Correspondent

ସୁବାସିନୀଙ୍କ ଘର ଆଗରେ ପ୍ରତିବାଦ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକୁ ଅବମାନନା କରି ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ସୁବାସିନୀ ଜେନାଙ୍କ ବିଜେବି ନଗରସ୍ଥିତ ବାସଭବନ ସମ୍ମୁଖରେ ଆଜି ଏକ ପ୍ରତିବାଦ ସଭା ଆୟୋଜନ କରିବା ସହ...

Read more

ଦେବେନ୍ଦ୍ର ପ୍ରଧାନ ଓଡ଼ିଶା ବିଜେପିର ଭୀଷ୍ମ ପିତାମହ: ରାଜନାଥ

ଭୁବନେଶ୍ୱର: ଡାକ୍ତର ଦେବେନ୍ଦ୍ର ପ୍ରଧାନ ଓଡ଼ିଶା ବିଜେପିର ଭୀଷ୍ମ ପିତାମହ ଥିଲେ । ସେ କେବଳ ଜଣେ ରାଜନେତା ନଥିଲେ, ବରଂ ଜଣେ ସ୍ପଷ୍ଟବାଦୀ, ସରଳ ଓ ନିରାଡ଼ମ୍ବର ବ୍ୟକ୍ତିତ୍ୱ ଥିଲେ । ଯାହା କହୁଥିଲେ, କରୁଥିଲେ, ମିଛ ପ୍ରତିଶ୍ରୁତି ଦେଉନଥିଲେ...

Read more

ପ୍ରତାରଣା କିଏ କାହାକୁ ଦେଇଛି…

.ଭୁବନେଶ୍ୱର : ବିଶ୍ୱାସଘାତକତାର ସବୁଠାରୁ ଦୁଃଖଦ ଓ କଳଙ୍କିତ ଅନୁଭବ ହେଉଛି – ଏହା ଜଣେ କିଏ କିମ୍ବା ଏକ ଗୋଷ୍ଠୀ କରନ୍ତି, ଯେଉଁମାନେ ଅତି ପରିଚିତ ଚିହ୍ନା କିମ୍ବା ଅନ୍ତରଙ୍ଗ । ଗତକାଲି ରାଜ୍ୟସଭା ନିର୍ବାଚନରେ ବିଶ୍ୱାସଘାତକତାର ଅଧ୍ୟାୟ ସ୍ପଷ୍ଟ...

Read more

ନିତା ଅମ୍ବାନୀଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୫

ଭୁବନେଶ୍ୱର: ରିଲାଏନ୍‍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଓ ଚେୟାରପର୍ସନ ନିତା ଏମ୍‌. ଅମ୍ବାନୀଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୫ ପ୍ରଦାନ କରାଯାଇଛି। ସୋମବାର କିସ୍‍ ଦୂତି ଚାନ୍ଦ ଆଥ୍‍ଲେଟିକ୍‍ ଷ୍ଟାଡିୟମରେ ଅନୁଷ୍ଠିତ ଏକ ଭବ୍ୟ ଉତ୍ସବରେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ...

Read more

ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶ୍ରୀମତୀ ଶାଶ୍ୱତୀ...

Read more

ଓଡ଼ିଶା ଉମେନ୍ ଇନ୍ ମିଡିଆ(OWM)ର ତୃତୀୟ ବାର୍ଷିକ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଓଡ଼ିଶାର ଗଣମାଧ୍ୟମ ଏବଂ ତତସମ୍ପର୍କିତ କ୍ଷେତ୍ରରେ କାର୍ଯ୍ୟରତ ମହିଳା ପେଶାଜୀବୀମାନଙ୍କର ମଞ୍ଚ ଓଡ଼ିଶା ଉଇମେନ୍ ଇନ୍ ମିଡିଆ (OWM) ର ୩ୟ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି. ଏହି ଅବସରରେ ସାମିଲ ହୋଇଥିବା ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ଅତିଥିମାନେ...

Read more

ଭୋଟ ପୂର୍ବରୁ ଖେଳ ଖତମ୍!

ଭୁବନେଶ୍ୱର: ରାତି ପାଇଲେ ରାଜ୍ୟସଭା ନିର୍ବାଚନ । ଚତୁର୍ଥ ଆସନ ପାଇଁ ବିଜେପି ସମର୍ଥିତ ଦିଲ୍ଲୀପ ରାୟ ଏବଂ ବିଜେଡି-କଂଗ୍ରେସ ସମର୍ଥିତ କମନ୍ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ମଧ୍ୟରେ ହେଉଛି ମୁକାବିଲା । କିନ୍ତୁ ଏବେକାର ସ୍ଥିତିରେ ଦିଲ୍ଲୀପ ରାୟଙ୍କ...

Read more
Page 21 of 978 1 20 21 22 978