Our Correspondent

ଲଗାତର ୧୭ବର୍ଷ ଧରି କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ...

Read more

ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଶରଣଜିତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି। କୁଳପତି ଚୟନ ନିମନ୍ତେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୁଳପତି ଚୟନ ପାଇଁ ବିଭିନ୍ନ ପ୍ରକ୍ରିୟା ଅନୁସରଣ ସହ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଥିଲା।...

Read more

ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟିପ୍ପଣୀ, ବବିଙ୍କ କଡ଼ା ଜବାବ

ଭୁବନେଶ୍ୱର: ମୟୁରଭଞ୍ଜରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭୀଷଣ ଭାବେ ତାତ୍ସଲ୍ୟ କରିଥିଲେ । କହିଥିଲେ, ମୟୁରଭଞ୍ଜ ମାଟିରୁ ଆଦରଣୀୟା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭାରତର ରାଷ୍ଟ୍ରପତି ହୋଇଛନ୍ତି । ଯାହା ଆମ...

Read more

ପାଣ୍ଡିଆନଙ୍କ ଦମ୍ଭୋକ୍ତି: ତିନୋଟି ପର୍ଯ୍ୟାୟରେ ବିଜେଡିର ଷ୍ଟ୍ରାଇକ୍ ରେଟ୍ ୮୫%

ଭୁୁବନେଶ୍ୱର: ରାଜ୍ୟରେ ବିଜେଡି ପୁଣି ଥରେ ଏକ ସ୍ଥିର ସରକାର ଗଠନ କରିବାକୁ ଯାଉଛି । ଗତକାଲି ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହିଭଳି ଦମ୍ଭୋକ୍ତି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ...

Read more

ବୈଜୟନ୍ତଙ୍କ ବାହାମାସ, ସାରୁଅ କେଳେଙ୍କାରୀ ଫର୍ଦ୍ଦ ଖୋଲିଲା ବିଜେଡି

ଭୁବନେଶ୍ୱର: ଓଡ଼ିଶାକୁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ଆସୁଥିବା ବିଜେପିର କେନ୍ଦ୍ରୀୟ ନେତାମାନେ ଅପରାଧୀମାନଙ୍କ ସମ୍ପର୍କରେ ବଡ଼ ବଡ଼ ଭାଷଣ ଦେଉଛନ୍ତି । ସରକାରକୁ ଆସିଲେ ଏହି ଅପରାଧୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହୁଛନ୍ତି । ମାତ୍ର ଏଠି...

Read more

ପୁଣି ଚର୍ଚ୍ଚାରେ.. ବାହୁବଳୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଭୁବନେଶ୍ୱର: ଚିଲିକାର ବାହୁବଳୀ ବିଧାୟକ ତଥା ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି । ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥ୍ ରେ ଗଣ୍ଡଗୋଳ, ମାରପିଟ୍, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ପୁଲିସ ଶନିବାର...

Read more

ମାଟ୍ରିକ୍ ରେଜଲ୍ଟ: ପାସ୍ ହାର ୯୬.୦୭%

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ପିଲା ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୦...

Read more
Page 214 of 981 1 213 214 215 981