ସ୍ମୃତି ଇରାନୀଙ୍କୁ ଜବାବ ଦେଲେ ପାଣ୍ଡିଆନ୍
ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଯାଜପୁର ଲୋକସଭା କ୍ଷେତ୍ରର ସୁକିନ୍ଦା, ଯାଜପୁର, ବିଞ୍ଝାରପୁର, ବରୀ, ଧର୍ମଶାଳା ଓ ବଡ଼ଚଣାରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି ।...
Read more








