ଜଗତସିଂହପୁର ଲୋକସଭା କ୍ଷେତ୍ରରେ ପାଣ୍ଡିଆନଙ୍କ ପ୍ରଚାର
ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କୁ...
Read more








