ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସିବିଆଇ ତଦନ୍ତ ଦାବି କଲା ବିଜେଡି
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଭୋଗରାଇ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ମାମଲାରେ ଆନ୍ତର୍ଜାତୀୟ ତସ୍କରୀ ଗ୍ୟାଙ୍ଗର ହାତ ରହିଛି ବୋଲି ସନ୍ଦେହ ପ୍ରକାଶ ପାଇଥିବା ବେଳେ, ଏହି ଘଟଣା ଦେଶର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି...
Read more








