ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ କର
ନୂଆଦିଲ୍ଲୀ/ଭୁବନେଶ୍ୱର; ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର...
Read more








