ବିଶ୍ଵର ୨୫ହଜାର ସ୍ଥାନରେ ପାଳିତ ହେଲା ଆର୍ଟ ଅଫ୍ ଗିଭିଂ ଦିବସ
ଭୁବନେଶ୍ୱର: ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍ ଗିଭିଂ’ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ୩୦ଟି ଜିଲ୍ଲା ସଦର ମହକୁମା ସମେତ ୩୫ଟି ସହର ତଥା ପ୍ରତ୍ୟେକ ବ୍ଲକ୍ ଏବଂ ୬୫୦୦...
Read more








