ରାଜନୈତିକ ଉଦ୍ଦେଶ୍ୟ, ଅତ୍ୟନ୍ତ ଦୁର୍ଭାଗ୍ୟଜନକ: ପାଣ୍ଡିଆନ୍
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆଇପିଏସ୍ ଅଫିସର ଡିଏସ୍ କୁଟ୍ଟେ ଏବଂ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କ ବିରୋଧରେ ନିର୍ବାଚନ କମିସନଙ୍କ କାର୍ଯ୍ୟାନୁଷ୍ଠାନକୁ ଦୁର୍ଭାଗ୍ୟଜନକ କହିଛନ୍ତି ବିଜେଡିର ମୁଖ୍ୟ ରଣନୀତିକାର କାର୍ତ୍ତିକ ପାଣ୍ଡିଆନ୍ । ରାଜନୈତିକ...
Read more








