ବଜେଟ୍ ଉପସ୍ଥାପନ ପରବର୍ତ୍ତୀ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି
ଜୟ ଜଗନ୍ନାଥ ! ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ମୁଁ ଆଜି ବିଧାନ ସଭାରେ 2026-27 ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଅଛି । ଏହି ବଜେଟ୍ର ସବୁ ବର୍ଗର ଜନସାଧାରଣଙ୍କ ସ୍ୱପ୍ନ, ଆଶା ଓ ଆକାଂକ୍ଷା ପୂରଣ...
Read more








