ଅଚ୍ୟୁତ ସାମନ୍ତଙ୍କ ସ୍ଥାବର ସମ୍ପତ୍ତି ମୂଲ୍ୟ ୧ଲକ୍ଷ ୨୮ ହଜାର
ଭୁବନେଶ୍ୱର: କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରୁ ସାଂସଦ ପ୍ରାର୍ଥୀ ଭାବେ ବିଜୁ ଜନତା ଦଳ ପକ୍ଷରୁ ନିର୍ବାଚନ ଲଢ଼ୁଥିବା ଅଚ୍ୟୁତ ସାମନ୍ତ ମେ ୨ ତାରିଖରେ ନାମାଙ୍କନ ଦାଖଲ କରିଛନ୍ତି । ଏଥିରେ ସେ ଦେଇଥିବା ସତ୍ୟପାଠରେ ତାଙ୍କ ନାମରେ ୧୦ଲକ୍ଷ ଟଙ୍କା...
Read more








