Our Correspondent

ବିଶ୍ୱର ୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ କିଟ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର: ସୋମବାର କିଟ ବିଶ୍ୱବିଦ୍ୟାଳୟ ୨୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଲମ୍ବିଆ ହସପିଟାଲିଟି ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଜନ୍ ଓପେନହାଇମର; କଲମ୍ବୋ ହୁନୁପିଟିଆ ଗଙ୍ଗାରାମାୟ ମନ୍ଦିରର ମୁଖ୍ୟ ପଦାଧିକାରୀ ଡ କିରିଣ୍ଡେ ଆସାଜି ନାୟକ ଥେରୋ; ଦି ପ୍ରିଣ୍ଟର୍ସ...

Read more

ଆରମ୍ଭ ହେଲା ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ବିଧାନସଭା । ଏହାପରେ ଗୃହର ଦିବଙ୍ଗତ ସଦସ୍ୟ/ସଦସ୍ୟା ସ୍ୱର୍ଗତଃ କାହ୍ନୁଚରଣ ଲେଙ୍କା, ସ୍ୱର୍ଗତଃ ଅକ୍ଷୟ କୁମାର ଆଚାର୍ଯ୍ୟ, ସ୍ୱର୍ଗତଃ କୁଳମଣି ରାଉତ,...

Read more

ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ବଲପୁର/ଭୁବନେଶ୍ୱର: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ଖ୍ୟାତନାମା ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କର ପରଲୋକ ହୋଇଯାଇଛି । ସ୍ନାୟୁରୋଗରେ ସେ ପୀଡ଼ିତ ଥିଲେ । ଆଜି ସଂଧ୍ୟା ୮ଟା ୫୦ ମିନିଟ୍ ରେ ଶାନ୍ତି...

Read more

ଆଉ ନାହାନ୍ତି ଗୀତା ପଟ୍ଟନାୟକ

ଭୁବନେଶ୍ୱର: ପ୍ରସିଦ୍ଧ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାନ୍ତି । ଆଜି ସଂଧ୍ୟାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜି ଦେଇଛନ୍ତି । ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ତାଙ୍କର ପରଲୋକରେ ସଙ୍ଗୀତ ଜଗତରେ...

Read more

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ର୨୧୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥର କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନସେସ (କିସ୍‍)ରୁ ରେକର୍ଡ଼ ସଂଖ୍ୟକ ୨୧୦୦ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା...

Read more

ମହିଳା ବିଜେଡିର ନୂଆ ଟିମ୍

ଭୁବନେଶ୍ୱର: ସ୍ନେହାଙ୍ଗିନୀ ଛୁରିଆଙ୍କ ନେତୃତ୍ୱାଧୀନ ବିଜୁ ମହିଳା ଜନତା ଦଳର ପୁନର୍ଗଠନ ହୋଇଛି । ଦଳର ସଭାପତି ନବୀନ ପଟ୍ଟନାୟକ ୧୫୫ ଜଣଙ୍କୁ ରାଜ୍ୟ କାର୍ଯ୍ୟକର୍ତ୍ତା ଭାବେ ନିଯୁକ୍ତି ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୧୮ ବରିଷ୍ଠ ଉପସଭାନେତ୍ରୀ, ୪୫...

Read more

ସୋମବାରଠୁ ଚାଲିବ ନୂଆଗାଁ ଅଙ୍ଗନବାଡି

ଭୁବନେଶ୍ୱର: ପ୍ରଶାସନର ଉଦ୍ୟମ ଶେଷରେ ସଫଳ ହୋଇଛି । ପାଖାପାଖି ତିନି ମାସ ବନ୍ଦ ରହିବା ପରେ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର । ପାଠ ପଢ଼ିବାକୁ ଆସିବେ ପିଲା । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଘଡ଼ିଆମାଳ ପଞ୍ଚାୟତ ନୂଆଗାଁ...

Read more
Page 27 of 978 1 26 27 28 978