ବର୍ଷା-ଅନୁଭବ: ରାଜନୀତି ମଇଦାନରେ ଏଥର ଲଢ଼େଇ
ଭୁବନେଶ୍ୱର: ବିଜେଡିରେ ମିଶିଛନ୍ତି ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ଡ. ସସ୍ମିତ୍ ପାତ୍ରଙ୍କ ଉପସ୍ଥିତିରେ ଆଜି ସେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...
Read more








