ରେକର୍ଡ ମାର୍ଜିନ ସାଙ୍ଗକୁ ବିଜେଡି ତିନି ଚତୁର୍ଥାଂଶ ଆସନରେ ଜିତିବ: ପାଣ୍ଡିଆନ
ଭୁବନେଶ୍ୱର: ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନବୀନ ଓଡିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ...
Read more








