ସେବାୟତଙ୍କ ସ୍ୱାସ୍ଥ୍ୟ ବୀମାରାଶି ୫ ଲକ୍ଷ, ଭାଗବତ ଟୁଙ୍ଗୀକୁ ୫୦ ହଜାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ...
Read more








