ସ୍ୱାବଲମ୍ବୀ କାରିଗରମାନଙ୍କ ଦରମା ବଢ଼ିଲା
ଭୁବନେଶ୍ୱର: ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ୱାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା...
Read more








