Our Correspondent

ପୁରୀରୁ କୋଣାର୍କ ଚାଲିବ ଟ୍ରେନ୍

ଭୁବନେଶ୍ୱର: କୋଣାର୍କ ସୂର୍ଯ୍ୟମନ୍ଦିରକୁ ପୁରୀ ଶ୍ରୀମନ୍ଦିର ମନ୍ଦିର ସହ ରେଳପଥରେ ଯୋଡିବା ସ୍ୱପ୍ନ ପୂରଣ ହେବାକୁ ଯାଉଛି । ପୁରୀରୁ କୋଣାର୍କ ଚାଲିବ ଟ୍ରେନ୍ । ଏହି ନୂଆ ରେଲଲାଇନ୍ ନେଇ ଆଜି ଏଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି...

Read more

ପଶ୍ଚିମ ଓଡ଼ିଶାକୁ ୨୪୦୦ କୋଟିର ପ୍ରକଳ୍ପ ଭେଟି

-ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ -୧୬୭୭ କୋଟି ଟଙ୍କା, -୪ଟି ବ୍ଲକର ୬୦ ହଜାର ଏକରରୁ ଅଧିକ ଜମିକୁ ଜଳସେଚନ -କର୍କଟ ରୋଗ ଚିକିତ୍ସା କେନ୍ଦ୍ର- ୧୦୬ କୋଟି ଟଙ୍କା, ୧୦୦ ଶଯ୍ୟା -ନୃସିଂହନାଥ ପୀଠ- ୨୨ କୋଟି ୭୮ ଲକ୍ଷ...

Read more

ବିଶ୍ୱସ୍ତରୀୟ ହେବ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଡକ୍ଟର ହରକେୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ୱସ୍ତରୀୟ ଲାଇବ୍ରେରୀ କରାଯିବ । ଏହି ରୂପାନ୍ତରିକରଣର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂତନ ଭାବରେ ପରିକଳ୍ପନା କରାଯାଇଥିବା ଏହି ଲାଇବ୍ରେରୀରେ ଥିବା ସମସ୍ତ ପୁସ୍ତକଗୁଡ଼ିକର...

Read more

ଆଉ ୫-ଟି ଜିଲ୍ଲାରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍

ଭୁବନେଶ୍ୱର: ସୁବର୍ଣ୍ଣପୁର, କଟକ, ଝାରସୁଗୁଡ଼ା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଗଡ଼ିଛି ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଏହି ଜିଲ୍ଲାଗୁଡ଼ିକରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୭୦୦ଟି...

Read more

ପାଣ୍ଡିଆନ୍‌ ଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା...

Read more

ଜନଜାତି ଛାତ୍ରୀନିବାସ ମାଟ୍ରନଙ୍କ ପାରିଶ୍ରମିକ ୧୫୦୦୦ ଟଙ୍କାକୁ ବୃଦ୍ଧି

ଭୁୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକ ରେ କର୍ଯ୍ୟ ରତ ମହିଳା ମାଟ୍ରନ ମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କା ରୁ...

Read more

୧୫ ଜିଲ୍ଲାରେ ୭୩ ‘ଆମ ହସ୍ପିଟାଲ’ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ୭୩ଟି ‘ଆମ ହସ୍ପିଟାଲ’, ୫ଟି ଉପଖଣ୍ଡସ୍ତରୀୟ ଡାଏଲେସିସ୍‌ ସେଣ୍ଟର ଲୋକାର୍ପଣ କରିବା ସହିତ ରାଜ୍ୟର ସମସ୍ତ ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ IVRS ପଦ୍ଧତିରେ ରୋଗୀ ମତାମତ ସଂଗ୍ରହ ବ୍ୟବସ୍ଥା ଓ...

Read more
Page 292 of 1023 1 … 291 292 293 … 1,023