Our Correspondent

ସରିଲା ଓଡିଆ ଭାଷା ମହାକୁମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନରେ ତିନି ଦିନ ଧରି ଚାଲିଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆଜି ଉଦଯାପିତ ହୋଇଛି । ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ...

Read more

ଜୀବନର ପ୍ରଥମ କବିତା ହେଉଛି ଶ୍ୱାସ: ପାଣ୍ଡିଆନ୍‍

ଭୁବନେଶ୍ୱର:  ଭୁବନେଶ୍ୱରରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶବିଶେଷ ଭାବେ କିଟ୍ ରେ ୨ ଦିନିଆ ଓଡ଼ିଆ କବି ସମ୍ମିଳନୀ ଆଜି ଉଦ୍‍ଘାଟିତ ହୋଇଯାଇଛି। ଅପରାହ୍ନରେ ଏହାର ସ୍ୱତନ୍ତ୍ର ଅଧିବେଶନରେ ୫ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ...

Read more

‘ଓଡ଼ିଆକୁ ବିକଶିତ କରିବା ପାଇଁ ସମସ୍ତଙ୍କର ସହଯୋଗ ଦରକାର’

ଭୁବନେଶ୍ୱର: ଓଡ଼ିଆ ୬ଷ୍ଠ ତମ ଭାରତୀୟ ଭାଷା ଭାବେ ଶାସ୍ତ୍ରୀୟ ମାନ୍ୟତା ଲାଭ କରିସାରିଛି । ଏହି ଭାଷାକୁ ବିକଶିତ କରିବା ନିମନ୍ତେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ରବିବାର ଏଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ...

Read more

ପୁରୀ ହେବ ଓଡ଼ିଶାର ଅର୍ଥନୈତିକ ମେରୁଦଣ୍ଡ: ପାଣ୍ଡିଆନ୍

ଭୁବନେଶ୍ୱର: 'ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳ କରିବା ପାଇଁ ପ୍ରୟାସ ଜାରି ରହିଛି । ଏବେ ଏହି କାମ ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ମନ୍ଦିରରୁ ଏହି କାମ ଆରମ୍ଭ ହୋଇଛି । ଆହୁରି ବହୁତ ଲମ୍ବା ବାଟ ଯିବାର ଅଛି। ବହୁତ ଲୋକ...

Read more

ଜେଏନୟୁରେ ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର

ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ)ର ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ହେବ । ଏଥିପାଇଁ ଓଡ଼ିଶା ସରକାର ଓ ଜେଏନୟୁ ମଧ୍ୟରେ ଏକ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷର ହୋଇଛି । ଆଜି ଲୋକସେବା ଭବନଠାରେ...

Read more

ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’

ନୂଆଦିଲ୍ଲୀ: ରାମମନ୍ଦିର ଆନ୍ଦୋଳନର ପ୍ରମୁଖ ବିନ୍ଧାଣୀ, ଭାରତବର୍ଷର ମହାନ୍ ଜନନେତା, ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ 'ଭାରତ ରତ୍ନ' । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ସୋସିଆଲ୍ ମିଡିଆ ହାଣ୍ଡଲ୍ 'ଏକ୍ସ'...

Read more

ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା । ସୋଆ ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ସୋଆ...

Read more
Page 301 of 1023 1 … 300 301 302 … 1,023