Our Correspondent

୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପ, ଖର୍ଚ୍ଚ ହେବ ୪୬୦୦ କୋଟି

ଭୁବନେଶ୍ୱର: ୪,୬୦୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ୧୩ ଟି ଜିଲ୍ଲାରେ ନିର୍ମାଣ ହେବ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ(Instream Storage Structure) । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।...

Read more

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଇଛି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି...

Read more

ଅର୍ପଣ ରଥ କାର୍ଯ୍ୟକ୍ରମରେ ଘୋର ବିଭ୍ରାଟ: କଂଗ୍ରେସ

ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି...

Read more

୨୨ରେ ଓଡ଼ିଶାରେ ବି ‘ରାମ ମନ୍ଦିର’ ପ୍ରତିଷ୍ଠା

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍ ଅନ୍ତର୍ଗତ ଫତେଗଡ଼ ଗ୍ରାମ ପର୍ବତ ଶିଖରରେ ଏକ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ କରାଯାଇଛି । ସ୍ଥାନୀୟ ଶ୍ରୀରାମ ସେବା ପରିଷଦର ଉଦ୍ୟମରେ ୧୫୦ରୁ ଅଧିକ କାରିଗର ଓ ଶ୍ରମିକଙ୍କ ୭ ବର୍ଷର ଅକ୍ଲାନ୍ତ...

Read more

ଲୋକସଭା କ୍ଷେତ୍ର ପାଇଁ କଂଗ୍ରେସ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶାରେ ଦୁର୍ବଳ ଅବସ୍ଥାରେ ଥିବା କଂଗ୍ରେସକୁ ସବଳ କରି ୨୦୨୪ ନିର୍ବାଚନ ଯୁଦ୍ଧରେ ଛିଡ଼ା କରାଇବାକୁ ହାଇକମାଣ୍ଡ ଉଦ୍ୟମ ଆରମ୍ଭ କରିଛନ୍ତି । ଡ. ଅଜୟ କୁମାର ପ୍ରଭାରୀ ଦାୟିତ୍ୱ ନେଲା ପରେ ପ୍ରସ୍ତୁତି ଜୋରଦାର ହୋଇଛି । ପଞ୍ଚାନନ...

Read more

ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ସେବା ଆରମ୍ଭ

ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍‌ସେବା ଆରମ୍ଭ  ଜିଲ୍ଲା ସଦରମହକୁମାରୁ ଭୁବନେଶ୍ଵର ଦେଇ ପୁରୀ ଯିବ  ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ ଚାଲିବ ମହିଳାମାନଙ୍କ ପାଇଁ ଟିକେଟ୍ ର ମୂଲ୍ୟ ୫୦ ପ୍ରତିଶତ ଭୁବନେଶ୍ୱର: ରାଜ୍ୟରେ...

Read more

୨୨ରେ ପ୍ରଭୁ ଶ୍ରୀରାମଙ୍କ ପାଇଁ ଦୀପ ଜାଳିବାକୁ ନିବେଦନ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ରାମନଗରୀ ଅଯୋଧ୍ୟାରେ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ପ୍ରଭୁ ଶ୍ରୀରାମଙ୍କ ପାଇଁ ଦୀପ ଜାଳି ଦିନଟିକୁ ସ୍ମରଣୀୟ ଓ ଐତିହାସିକ କରିବାକୁ ସମସ୍ତଙ୍କୁ ନିବେଦନ କରି ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି...

Read more
Page 309 of 1023 1 … 308 309 310 … 1,023