Our Correspondent

ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

ଭୁବନେଶ୍ୱର: ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଚଳିତ ବର୍ଷ ସମୁଦାୟ ୧ଲକ୍ଷ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ବର୍ଷତମାମ, ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ଜରିଆରେ ଏହି ସଫଳତା ହାସଲ ହୋଇପାରିଛି । ଯେପରି...

Read more

ଆରମ୍ଭ ହେଲା ବିଏସକେୱାଇ-ନବୀନ କାର୍ଡ ଯୋଜନା

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ)-ନବୀନ କାର୍ଡ ନାଁରେ ଏକ ନୂଆ ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ବିଏସକେୱାଇ କାର୍ଡରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗର ଚିକିତ୍ସା ପାଇଁ ଘରୋଇ...

Read more

ସୋଆରୁ ୫ ଜଣ ପାଇଲେ ଓଜେଏସ୍

ଭୁବନେଶ୍ୱର: ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ ଅର୍ଜନ କରିଛନ୍ତି । ସୋଆ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ...

Read more

ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସଡି ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ...

Read more

ଧର୍ମେନ୍ଦ୍ରଙ୍କ ମାଟିରେ ଧର୍ମେନ୍ଦ୍ରଙ୍କୁ ଆଟାକ୍

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମମାଟି ଅନୁଗୁଳରେ ଛିଡ଼ା ହୋଇ ଆଜି ତାଙ୍କୁ ଧୂମ୍ ଧୂଲେଇ କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ଗୋଟିଏ ଦଶନ୍ଧି ଧରି କେନ୍ଦ୍ରରେ...

Read more

ଓଜେଏସ୍ ରେଜଲ୍ଟ: ପ୍ରଥମ ୧୦ ଜଣରେ ୮ ଝିଅ

ଭୁବନେଶ୍ୱର: ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍(ଓଜେଏସ୍) ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୫୫ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୩୯ ଜଣ ଝିଅ । ପ୍ରଥମ ୧୦ଟି ସ୍ଥାନରେ ୮...

Read more

ଇଡକୋର ଲାଞ୍ଚୁଆ ସିଜିଏମ୍ ଗିରଫ

ଭୁବନେଶ୍ୱର: ବିପୁଳ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଭୁବନେଶ୍ୱର ଇଡକୋ ଚିଫ୍ ଜେନେରାଲ୍ ମ୍ୟାନେଜର(ସିଜିଏମ୍) ସରୋଜକାନ୍ତ ମହାନ୍ତି ଆଜି ଭିଜିଲାନସ୍ ଦ୍ୱାରା ଗିରଫ ହୋଇଛନ୍ତି । ଏହି ଓଏଏସ୍ ବାବୁଜଣଙ୍କ ବିଭିନ୍ନ ଅସାଧୁ ଉପାୟରେ ନିଜର ନ୍ୟାଯ୍ୟ ଆୟଠାରୁ ୧୫୩%...

Read more
Page 317 of 1024 1 … 316 317 318 … 1,024