Our Correspondent

ଗଞ୍ଜାମରୁ ବିରୋଧୀଙ୍କୁ ଟାର୍ଗେଟ୍ କଲେ ପାଣ୍ଡିଆନ୍

ଭୁବନେଶ୍ୱର: ବିଜେଡିରେ ଯୋଗଦେବା ପରେ ଓଡ଼ିଶା ଗସ୍ତ ଅଭିଯାନରେ ଗଞ୍ଜାମ ଜିଲ୍ଲାକୁ ପ୍ରଥମ ଗସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଗତକାଲି ଆରମ୍ଭ କରିଥିବା ଦୁଇଦିନିଆ ଜିଲ୍ଲା ଗସ୍ତ ଆଜି ଶେଷ ହୋଇଛି ।...

Read more

୫-ଟି ଅଧ୍ୟକ୍ଷ ପାଣ୍ଡିଆନଙ୍କ ହିଞ୍ଜିଳି ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ହିଞ୍ଜିଳିବାସୀ...

Read more

୧୩ ଜିଲ୍ଲାର ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି

ଭୁବନେଶ୍ୱର: ପାର୍ବତୀଗିରି ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହାକୁ ଉଦଘାଟନ କରିଛନ୍ତି । ଏହା ଦ୍ୱାରା...

Read more

ଏକାମ୍ର ନିର୍ବାଚନମଣ୍ଡଳୀରେ ୧୫୯.୨୯ କୋଟିର ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ୧୫୯.୨୯ କୋଟି ଟଙ୍କା ବ୍ୟୟରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି...

Read more

ଗରିବଙ୍କୁ ଆଉ ୫ ବର୍ଷ ମାଗଣା ଚାଉଳ

ଭୁବନେଶ୍ୱର: କେନ୍ଦ୍ର ପରେ ରାଜ୍ୟ ସରକାର ଗରିବ ଲୋକଙ୍କୁ ମାଗଣା ଚାଉଳ ଯୋଗାଣ ନିଷ୍ପତ୍ତିକୁ କାଏମ ରଖିଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର...

Read more

୨୦୨୪ରେ ନିର୍ବାଚନ ଲଢ଼ିବିନି: ପାଣ୍ଡିଆନ୍

ଭୁବନେଶ୍ୱର: ଆଜି ଅନୁଷ୍ଠିତ ବିଜେଡିର ପରିବର୍ଦ୍ଧିିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଉପରେ ସମସ୍ତଙ୍କ ନଜର ଥିଲା । ଆଇଏଏସ୍ ଚାକିରି ଛାଡ଼ି ବିଜେଡିରେ ଯୋଗଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଅତି ବିଶ୍ୱସ୍ତ ତଥା ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ...

Read more

ଷଷ୍ଠ ଥର ପାଇଁ ବିଜେଡିର ତୟାରି

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କଲା ବିଜୁ ଜନତା ଦଳ । ଆଜି ଦଳର ପରିବର୍ଦ୍ଧିିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରଣନୀତି ତିଆରି ହୋଇଛି । ଓଡ଼ିଶା ପ୍ରତି କେନ୍ଦ୍ରର ଅବିଚାର ତଥା ବିରୋଧୀଙ୍କ ମିଥ୍ୟା ଅପପ୍ରଚାରକୁ...

Read more
Page 321 of 1024 1 … 320 321 322 … 1,024