ଦୟା ନଦୀର ପାଣିକୁ ବିଶୁଦ୍ଧ ରଖିବା ପାଇଁ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ
ଭୁବନେଶ୍ୱର: ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ୱାଟକୋ ପକ୍ଷରୁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରାଯିବ । ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ...
Read more








