ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନଙ୍କ ରିପୋର୍ଟ ପ୍ରଦାନ
ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି, ଯାହା ରାଜ୍ୟ ଅର୍ଥ କମିଶନ (SFC)...
Read more







