ଅଶୋକ ପଣ୍ଡା-ବୁନୁ ଜେନାଙ୍କ ବିରୋଧରେ ବିଦ୍ରୋହ !
ଭୁବନେଶ୍ୱର: ଓଡ଼ିଶା ରୂପାନ୍ତରଣର ମଙ୍ଗ ଧରିଥିବା ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଭୁବନେଶ୍ୱର ବିଜେଡି ପକ୍ଷରୁ ନିକଟରେ ସମ୍ବର୍ଦ୍ଧିତ କରାଯାଇଥିଲା । ନବୀନ ନିବାସରେ ଶ୍ରୀ ପାଣ୍ଡିଆନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ସଂଗଠନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା...
Read more








