Our Correspondent

ପୂର୍ବତନ ପୁଲିସ ଡିଜି ଶରତ ମିଶ୍ରଙ୍କ ପରଲୋକ

ଭୁୁବନେଶ୍ୱର: ପୂର୍ବତନ ପୁଲିସ ଡିଜି ତଥା ବିଶିଷ୍ଟ ସାହିତି୍ୟକ ଶରତ ଚନ୍ଦ୍ର ମିଶ୍ର ଆଉ ନାହାନ୍ତି । ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ତାଙ୍କୁ ୮୮ ବର୍ଷ ହୋଇଥିଲା । ଓଡ଼ିଶାର ଏହି...

Read more

୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌

ଭୁୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ। ଚଳିତ ମାସ ୧୨ ତାରିଖ...

Read more

ଆଉ ୫ ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍

ଭୁବନେଶ୍ୱର: ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି...

Read more

୫ ରାଜ୍ୟରେ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଏବଂ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ଛତିଶଗଡ଼କୁ ଛାଡ଼ି...

Read more

ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ...

Read more

ନୂଆବର୍ଷରେ ମେଟ୍ରୋ ରେଳ ଶିଳାନ୍ୟାସ

ଭୁବନେଶ୍ୱର: ଭୁବନେଶ୍ୱରରେ ମେଟ୍ରୋ ରେଳ ସ୍ୱପ୍ନ ସାକାର ହେବାକୁ ଯାଉଛି । ଆସନ୍ତା ୨୦୨୪ ଜାନୁଆରୀ ୧ ତାରିଖ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ପ୍ରକଳ୍ପର ଶିଳାନ୍ୟାସ ହେବ । ଏଥିପାଇଁ ୫୯୨୯ କୋଟି ଟଙ୍କାର ଡିପିଆରକୁ ମୁଖ୍ୟମନ୍ତ୍ରୀ...

Read more
Page 342 of 1024 1 … 341 342 343 … 1,024