Our Correspondent

ପ୍ରଶାନ୍ତ କିଶୋରଙ୍କ ବୃହତ୍ତ ବିଜୟ

ନୂଆଦିଲ୍ଲୀ: ବିହାରର ବାଙ୍କୀପୁର ବିଧାନସଭା ପାଇଁ ଅନୁଷ୍ଠିତ ଉପନିର୍ବାଚନରେ ପ୍ରଶାନ୍ତ କିଶୋର ବଡ଼ ବିଜୟ ହାସଲ କରିଛନ୍ତି । ବିଜେପିର ଏହି ଗଡ଼ରେ ଜନ ସୁରାଜ ପାର୍ଟି ସଭାପତି ପ୍ରଶାନ୍ତ କିଶୋର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ନୀରଜ କୁମାରଙ୍କୁ ୧୯ ହଜାରରୁ...

Read more

ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ

ଭୁବନେଶ୍ୱର: ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ୍ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱାତ୍ ଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରଥଯାତ୍ରା ବିଶ୍ୱ ଭାତୃତ୍ୱ ଓ ମାନବୀୟ ମୂଲ୍ୟବୋଧର ବାର୍ତ୍ତା...

Read more

ବନ୍ୟା ସହାୟତା: ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି

ଭୁବନେଶ୍ୱର: ବନ୍ୟା ପ୍ରଭାବିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହି ସହାୟତା ତୁରନ୍ତ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ କ୍ଷୟକ୍ଷତି ଆକଳନ ପରେ ଆବଶ୍ୟକ...

Read more

୨୨ ଜିଲ୍ଲାରେ ୮ ଲକ୍ଷ ଲୋକ ବନ୍ୟା ପ୍ରଭାବିତ

ଭୁବନେଶ୍ୱର: ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟାଜଳ ହ୍ରାସ୍ ପାଇଛି । ବନ୍ୟା ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶା କିନ୍ତୁ କମିନାହିଁ । ଏବେ ବି ବନ୍ୟାଜଳରେ ବନ୍ଦୀ ହୋଇ ରହିଛନ୍ତି ଶହ ଶହ ଲୋକ । ହଜାର...

Read more

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ

ଭୁବନେଶ୍ୱର: ‘ନିଶାମୁକ୍ତ ଯୁବ - ବିକଶିତ ଭାରତ ସଂକଳ୍ପ ଅଭିଯାନ’ର ଶୁଭାରମ୍ଭ ଅବସରରେ ଓଡ଼ିଶାକୁ ଏକ ସମ୍ପୂର୍ଣ୍ଣ ନିଶାମୁକ୍ତ ରାଜ୍ୟ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ଗ୍ରହଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ କେନ୍ଦ୍ର ଯୁବ ବ୍ୟାପାର...

Read more

ମନ୍ତ୍ରୀମାନଙ୍କୁ ବନ୍ୟା ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର,...

Read more

ରହସ୍ୟରେ.. ବନ୍ୟା ବେଳେ ମହାନଦୀ ବୈଠକ

ଦିଲ୍ଲୀ ବୈଠକ ଗୁରୁତ୍ୱପୂର୍ଣ୍ଣ ଥିଲା: ମୁଖ୍ୟମନ୍ତ୍ରୀ ଆଲୋଚନା ସାର୍ବଜନୀନ କର: ବିଜେଡି ଭୁୁବନେଶ୍ୱର: ନୂଆଦିଲ୍ଲୀରେ ମହାନଦୀ ଜଳବିବାଦ ସମ୍ପର୍କିତ ବୈଠକରେ ଯୋଗଦେବା ରାଜ୍ୟ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଣମାଧ୍ୟମକୁ ଏହି ସଫେଇ ଦେଇଛନ୍ତି...

Read more
Page 35 of 1022 1 … 34 35 36 … 1,022