ରାଜଗାଙ୍ଗପୁରରେ ରେଲ୍ ଓଭରବ୍ରିଜ ନିର୍ମାଣ ହେବ ତ୍ୱରାନ୍ୱିତ
ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧାସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ ଯେ...
Read more








