Our Correspondent

ଫେବ୍ରୁଆରୀ ୨୦ ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ସିବିଏସଇ ଢ଼ାଞ୍ଚାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଏଥର ବହୁ ଆଗରୁ ମାଟ୍ରିକ୍ ପରୀକ୍ଷା ତାରିଖ ଘୋଷଣା କରିଛି । ଆସନ୍ତାବର୍ଷ ଫେବ୍ରୁଆରୀ ୨୦ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଏହା...

Read more

ନବୀନଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଓଡ଼ିଶାର ଅର୍ଥନୈତିକ ବିକାଶ ପାଇଁ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଉଭୟ ନେତାଙ୍କ ମଧ୍ୟରେ ଦୀର୍ଘ ୧ ଘଣ୍ଟା ଧରି ଆଲୋଚନା ହୋଇଥିଲା...

Read more

କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ଓଡ଼ିଶା ଟିମ୍

ଭୁବନେଶ୍ୱର: ଇକୋସିଷ୍ଟମ ବୃଦ୍ଧି ଉପରେ ଗବେଷଣା ପାଇଁ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ସହ ରାଜ୍ୟ ସରକାର ଆଜି ଏକ ଏମଓୟୁ ସ୍ୱାକ୍ଷର କରିଛନ୍ତି । ପରିବେଶ ପରିବର୍ତ୍ତନ, ବିପର୍ଯ୍ୟୟ ପରିଚାଳନା, ସ୍ୱାସ୍ଥ୍ୟ, କୃଷି, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଆଦି କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣାକୁ ଏହା...

Read more

ବିଧାୟକ ପାଣ୍ଠିରେ କର୍ମୀଙ୍କ ପାଚେରି ନିର୍ମାଣ !

ଭୁବନେଶ୍ୱର: ବିଡିଓଙ୍କୁ ମାଡ଼ ମାରିବାଠାରୁ ଆରମ୍ଭ କରି ଏସଏସଜି ମହିଳାଙ୍କୁ ଧମକାଇ ନିର୍ମାଣାଧୀନ ପାଚେରି ଭାଙ୍ଗିବା ପର୍ଯ୍ୟନ୍ତ ଅତୀତରେ ବିଭିନ୍ନ ଘଟଣାକୁ ନେଇ ବିବାଦୀୟ ହୋଇଥିବା ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଏକ ନୂଆ ବିବାଦରେ ଛନ୍ଦି ହୋଇଛନ୍ତି । ତାଙ୍କର...

Read more

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହେବା ଆଜିକୁ ବର୍ଷେ ପୂରିଛି । ଆଉ ଏଭଳି ଦିନରେ ନିଜ ମାଟିରେ ପାଦ ରଖିଛନ୍ତି ମହାମହିମ ରାଷ୍ଟ୍ରପତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ସଂଧ୍ୟାରେ ଭୁବନେଶ୍ୱରରେ...

Read more

ବିଜେଡିରେ ପଶ୍ଚିମ ଓଡ଼ିଶାର ବରିଷ୍ଠ ବିଜେପି ନେତା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ବରିଷ୍ଠ ବିଜେପି ନେତା ଏବଂ ଶ୍ରମିକ ସଂଗଠକ ଜଗଦୀଶ ବିଶ୍ୱାଳ ବିଜେଡିରେ ମିଶିଛନ୍ତି । ଆଜି ଶଙ୍ଖ ଭବନଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ତଥା ବିଜେଡିର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ...

Read more

ମଣିପୁରରେ ଫେଲ୍, ବଙ୍ଗଳା ଗୋଟି କାମ ଦେଉନି

ଭୁବନେଶ୍ୱର: ମଣିପୁର ରାଜଧାନୀ ଇମ୍ଫାଲଠାରୁ ମାତ୍ର ୪୦ କିମି ଦୂର କାଙ୍ଗପୋକପି ଜିଲ୍ଲାରେ ଦୁଇ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ କଲା ପରେ ଉଲ୍ଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବାର ଭିଡିଓ ସମସ୍ତଙ୍କୁ ବିବ୍ରତ କରିଛି । ସେହିଦିନ ଅନ୍ୟ ଏକ...

Read more
Page 362 of 1024 1 … 361 362 363 … 1,024