Our Correspondent

‘ଛୋଟୁ’ର ସାଥୀକୁ ଶେଷ ଯାତ୍ରାରେ ନେଲା ଶେଷ ସାଥି

ଭୁବନେଶ୍ୱର: ମଣିଷ ସିନା ବୁଝିପାରେ ନାହିଁ ସମ୍ପର୍କର ମୂଲ୍ୟ, କିନ୍ତୁ ପଶୁ ପକ୍ଷୀମାନଙ୍କୁ ଟିକିଏ ସ୍ନେହ ଦେଲେ ସେ ଜୀବନର ଶେଷ ପର୍ଯ୍ୟନ୍ତ ଆମକୁ ଭଲ ପାଉଥିବେ । ଏହାର ଜ୍ଵଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସହିଦନଗରସ୍ଥିତ ଭବାନୀ ମଲ୍ ସାମ୍ନାରେ...

Read more

ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଆଉ ଏକ ବିରଳ ରେକର୍ଡ ଯୋଡ଼ି ହୋଇଛି । ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାଁ ସ୍ଥାନିତ ହୋଇଛି । ପୂର୍ବରୁ ଏହି ସ୍ଥାନରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ...

Read more

ଆସିଲା ‘ମିଶନ ଶକ୍ତି ସ୍କୁଟର ଯୋଜନା’

ଭୁବନେଶ୍ୱର: 'ମିଶନ ଶକ୍ତି ସ୍କୁଟର ଯୋଜନା' ନାଁରେ ରାଜ୍ୟ ସରକାର ଆଉ ଏକ ବଡ଼ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀ ମହାସଂଘଙ୍କ ସହିତ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍(ସିଏସଏସ) ଏବଂ କାର୍ଯ୍ୟନିର୍ବାହୀ...

Read more

ବର୍ଷାରେ ଭିଜି ଲୋକଙ୍କୁ ଭେଟିଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରିଛନ୍ତି । ଦୁଇଦିନିଆ ଗସ୍ତର ପ୍ରଥମ ଦିନରେ ପ୍ରବଳ ବର୍ଷା ସତ୍ତ୍ୱେ ସେ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଛନ୍ତି । ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ...

Read more

ମଣିପୁର ଲଜ୍ଜା: ୭୭ ଦିନ ପରେ ହେଜିଲେ

ନୂଆଦିଲ୍ଲୀ/ଭୁବନେଶ୍ୱର: ମଣିପୁରରେ ଦୁଇ ଆଦିବାସୀ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ଦେବା ପରେ ଦୁର୍ବୁତ୍ତମାନେ ସେମାନଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେଉଛନ୍ତି । ମୋବାଇଲ୍ କ୍ୟାମେରାରେ ଏହି ଦୃଶ୍ୟର ଫଟୋ ଉଠାଉଛନ୍ତି । ଭାଇରାଲ୍ ହୋଇଥିବା ଏହି ଭୟାନକ, ଘୃଣ୍ୟ...

Read more

ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚଙ୍କ ସହ ପାଣ୍ଡିଆନଙ୍କ ମାରାଥନ ବୈଠକ

ଭୁୁବନେଶ୍ୱର: ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତି କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି । ନିଜେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସମସ୍ତଙ୍କଠାରୁ ମତାମତ ନେଇ ଏହି କାର୍ଯ୍ୟର ତଦାରଖ କରୁଛନ୍ତି । ଗତକାଲି ଏବଂ ଆଜି ଦୁଇଦିନ...

Read more

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମ୍‌ଏସ୍ ଆଣ୍ଡ ସମ୍...

Read more
Page 363 of 1024 1 … 362 363 364 … 1,024