ସମ୍ବଲପୁରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ
ଭୁବନେଶ୍ୱର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହର ବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର...
Read more








