ଅପରାଧୀ ନେତାଙ୍କୁ ପ୍ରୋତ୍ସାହନ ଦେଇ ବିଜେପି ଓଡ଼ିଶାରେ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି: ବିଜେଡି
ଭୁବନେଶ୍ୱର: ଜେଲ ଫେରନ୍ତା ଅଭ୍ୟାସଗତ ଅପରାଧୀ ଓ ହତ୍ୟା ଅଭିଯୁକ୍ତ ଈରାଶିଷ ଆଚାର୍ୟ୍ୟଙ୍କୁ ଭାରତୀୟ ଜନତା ପାର୍ଟିର ନେତାମାନେ ଶୋଭାଯାତ୍ରାରେ ବୁଲାଇ ସ୍ଵାଗତ ସମ୍ବର୍ଦ୍ଧନା ଦେଉଛନ୍ତି । ସଂଗୀନ ଅପରାଧରେ ଜଡ଼ିତ ବାହୁବଳି ନେତାଙ୍କୁ ଏଭଳି ପ୍ରୋତ୍ସାହନ କେବଳ ୟୁପି, ବିହାରରେ...
Read more








