Our Correspondent

ପାଣିଗ୍ରାହୀ ଦମ୍ପତ୍ତିଙ୍କ ନାଁରେ ଭିଜିଲାନସ୍ ଚାର୍ଜସିଟ୍

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ହୋଇଛି । ୩ ହଜାର ପୃଷ୍ଠାର ଚାର୍ଜସିଟ୍ ରେ ବିଧାୟକଙ୍କର ୯ କୋଟି ୧୮ ଲକ୍ଷ ୧୩ ହଜାର ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ରହିଥିବା ଦର୍ଶାଯାଇଛି । ଏଥିରେ...

Read more

ବିଜେଡିରେ ମିଶିଲେ ଝାରସୁଗୁଡ଼ା କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା। ଗତ ୨୦୧୯ ନିର୍ବାଚନରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ହାତ ଛାଡ଼ି ଶଙ୍ଖ ଧରିଛନ୍ତି । ଝାରସୁଗୁଡ଼ା ଜିଲ୍ଲା ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ଗୋଁଡ଼ ସମାଜର ୬୦ରୁ ଉଦ୍ଧ୍ୱର୍...

Read more

ସହିଦ ଦେବାଶିଷଙ୍କ ପରିବାରକୁ ୨୫ ଲକ୍ଷ ଅନୁକମ୍ପା

ଭୁବନେଶ୍ୱର: ଜମ୍ମୁ କଶ୍ମୀରର ପୁଞ୍ଚ ସେକ୍ଟରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏଥିସହ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା...

Read more

ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ଭୁୁବନେଶ୍ୱର: ବିଶିଷ୍ଟ ରାଜନେତା ତଥା ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋ ଆଉ ନାହାନ୍ତି । ଆପୋଲୋ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୭ଟାରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ୮୩ ବର୍ଷ ହୋଇଥିଲା । ଶ୍ରୀ କାନୁନଗୋଙ୍କ ବିୟୋଗ...

Read more

ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳ ସହିଦ

ଭୁବନେଶ୍ୱର: ଜମ୍ମୁ କାଶ୍ମୀରର ପୁଞ୍ଚ ସେକ୍ଟରରେ ଆଜି ହୋଇଥିବା ଆତଙ୍କବାଦୀ ହମଲାରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳ । ସଂଧ୍ୟାରେ ସେନା ପକ୍ଷରୁ ଏହି ଖବର ଦେବାଶିଷଙ୍କ ଘରକୁ...

Read more

ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ: ଆଗାମୀ ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ଶ୍ରୀଜୀଉ ମାନଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୋଖରୀରେ ଚାପ ଖେଳ। ଚଳିତ ମାସ ୨୩ ତାରିଖରୁ ମଇ ମାସ ୧୨ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ ଭାବେ ପରିଚାଳନା...

Read more

ବିଜେପି ଷ୍ଟାର୍ ପ୍ରଚାରକ ତାଲିକାରେ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ କରିଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ତିନି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁ ଏଥିରେ ସ୍ଥାନ ପାଇଛନ୍ତି...

Read more
Page 390 of 1024 1 … 389 390 391 … 1,024