Our Correspondent

ଅପରାଧ ମାମଲା ଜିରୋ, ଧନୀ ତାଲିକାରେ ତିନି ନମ୍ବର

ଭୁବନେଶ୍ୱର: ୨୩ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ପଟ୍ଟନାୟକଙ୍କ ନାଁରେ ଗୋଟିଏ ବି ଅପରାଧ ମାମଲା ନାହିଁ । ନିଜର ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତିକୁ ସେ ବଜାୟ ରଖିଛନ୍ତି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍(ଏଡିଆର) ଓ...

Read more

ଜାପାନରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ୱର ଫେରିଛନ୍ତି । ଗତ ୪ ତାରିଖରୁ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରେ ଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଗସ୍ତରେ ସାମିଲ ହୋଇଥିଲେ । ଓଡ଼ିଶାର ଶିଳ୍ପ କ୍ଷେତ୍ରରେ...

Read more

କାଲିଠୁ ୧୬ ଯାଏଁ ସ୍କୁଲ ଛୁଟି

ଭୁୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ଆସନ୍ତାକାଲିଠାରୁ ୧୬ ତାରିଖ ଯାଏଁ ବନ୍ଦ ରହିବ । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହା ଲାଗୁ...

Read more

ଛେନାପୋଡ଼ରେ ମହକିଲା ରାଜଧାନୀ

ଭୁବନେଶ୍ୱର: ନୟାଗଡ଼ ବିକାଶ ମଞ୍ଚ ଓ ଓଡ଼ିଆ ମିଡିଆ ପ୍ରାଇଭେଟ ଲିମିଟେଡ ମିଳିତ ଆନୁକୁଲ୍ୟରେ ଆଜି ଭୁବନେଶ୍ୱର ଜୟଦେବ ଭବନଠାରେ ଛେନାପୋଡ଼ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଓଡ଼ିଶାର ପ୍ରସିଦ୍ଧ ମିଠା ଛେନାପୋଡ଼କୁ ଅଧିକ ଲୋକପ୍ରିୟ ଓ ପ୍ରୋତ୍ସାହନ ଦେବା ଏ...

Read more

ଝାରସୁଗୁଡ଼ା:ତରୁଣ ପାଣ୍ଡେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ତରୁଣ ପାଣ୍ଡେ ଝାରସୁଗୁଡ଼ାରୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି । ଏଆଇସିସି ପକ୍ଷରୁ ଆଜି ତାଙ୍କ ନାଁ ଘୋଷଣା କରାଯାଇଛି । ପିସିସି ପକ୍ଷରୁ ତରୁଣଙ୍କ ସମେତ ୩ ଜଣିଆ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଏଆଇସିସି ଙ୍କ ପାଖକୁ ପଠାଯାଇଥିଲା ।...

Read more

ପ୍ରବାସୀଙ୍କ ପାଇଁ ‘ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ’

ଭୁବନେଶ୍ୱର: ଦେଶ, ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବେ 'ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ' ଗଠନ କରିବେ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଏହା କାର୍ଯ୍ୟକ୍ଷମ ହେବ । ଗତକାଲି ରାଜ୍ୟ...

Read more

ଅପ୍ରେଲ୍‍ ୧୪ରୁ କିଟରେ ଦୁଇ ଦିନିଆ Y-20 କନ୍‍ସଲଟେଟିଭ୍‍ ସମ୍ମିଳନୀ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ସମ୍ମାନଜନକ ୟୁଥ-୨୦ କନ୍‍ସଲଟେଟିଭ୍‍ ସମ୍ମିଳନୀ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଆୟୋଜନ କରୁଛି। ଏହି ସମ୍ମିଳନୀ ଜି-୨୦ ଶିଖର ସମ୍ମିଳନୀର ସାମଗ୍ରିକ ଢାଞ୍ଚାରେ ଅନ୍ତର୍ଭୁକ୍ତ। ଏହି ଦୁଇ ଦିନିଆ ସମ୍ମିଳନୀରେ ୫୦ରୁ...

Read more
Page 395 of 1024 1 … 394 395 396 … 1,024