ଠିକା କର୍ମଚାରୀଙ୍କୁ ଏ କି ନ୍ୟାୟ?
ଭୁୁବନେଶ୍ୱର: ୨୦୨୨ ଅକ୍ଟୋବର ୧୫ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ଠିକା ନିଯୁକ୍ତି ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇ ସବୁ ଚୁକ୍ତିଭିତ୍ତିକ ନିଯୁକ୍ତିକୁ ନିୟମିତ କରାଯିବା ସଂକ୍ରାନ୍ତରେ ନିଷ୍ପତ୍ତି ନିଆଗଲା । ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ନିଜେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ...
Read more








