ଆଉ ୧୯ ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍ ସୁବିଧା
ଭୁବନେଶ୍ୱର: ରାଜ୍ୟର ୧୯ ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ୍ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । ଏହି ସହରଗୁଡ଼ିକ ହେଲା-ଭୁବନେଶ୍ୱର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର,...
Read more








