Our Correspondent

୮ ଦିନରେ ବନ୍ଦ ହୋଇଗଲା ବିଧାନସଭା

ଭୁୁବନେଶ୍ୱର: ମାତ୍ର ୮ ଦିନ ଚାଲି ବନ୍ଦ ହୋଇଗଲା ବିଧାନସଭାର ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଅଧିବେଶନ ବସିବାର ଥିଲା । ମାତ୍ର ଆଜି ବିରୋଧୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ବ୍ୟୟ ମଂଜୁରୀ ବିଲ୍ ପାସ୍ ହୋଇଥିଲା ।...

Read more

କେନ୍ଦ୍ର ସରକାରଙ୍କ ବିରୋଧରେ ରଣହୁଙ୍କାର

ଭୁବନେଶ୍ୱର: କୋଭିଡ୍ ପରେ ପ୍ରଥମ ଥର ପାଇଁ ଉପନିର୍ବାଚନ ପ୍ରଚାରରେ ପଦ୍ମପୁର ଆସିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରବଳ ବର୍ଷିଥିଲେ । କେନ୍ଦୁପତ୍ରରେ ୧୮ ପ୍ରତିଶତ ଜିଏସଟି, ଫସଲ ବୀମା ଯୋଜନା, ଏମଏସପି, ଧାନକିଣା, ସାର...

Read more

ପଦ୍ମପୁରରେ ନବୀନଙ୍କ ମେଗା ସୋ’

ଭୁବନେଶ୍ୱର: ପଦ୍ମପୁର ନିର୍ବାଚନ ମଣ୍ଡଳୀର ତିନୋଟି ଜାଗାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ଭୋଟ ମାଗିଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ କେନ୍ଦୁପତ୍ର ତୋଳାଳୀଙ୍କ ସମସ୍ୟାଠାରୁ ଆରମ୍ଭ...

Read more

ନନ୍ଦିଘୋଷ ଟିଭି ସାମ୍ବାଦିକଙ୍କୁ ଆକ୍ରମଣ

ଭୁୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ଖବର ସଂଗ୍ରହ କରୁଥିବା ନନ୍ଦିଘୋଷ ଟିଭିର ବରିଷ୍ଠ ସାମ୍ବାଦିକ ଦେବହରି ବେହେରାଙ୍କୁ ବିଜେପି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଅଭିଯୋଗ ଅନୁଯାୟୀ,...

Read more

କାଲି ପଦ୍ମପୁରରେ ନବୀନ ସୋ’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ପଦ୍ମପୁର ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ସେ ଭୋଟ ମାଗିବେ । ନିର୍ବାଚନମଣ୍ଡଳୀର ତିନୋଟି ଯାକ ବ୍ଲକ୍ ରେ ତିନୋଟି ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ...

Read more

ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍

ଭୁବନେଶ୍ୱର: ସ୍ଥାନୀୟ ଜନତା ମଇଦାନରେ ଆରମ୍ଭ ହୋଇଛି ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୨୦୨୨ । ଶିଳ୍ପପତିମାନଙ୍କ ଏହି ୫ ଦିନିଆ ମହାସମାବେଶକୁ ବୁଧବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ୫ ଦିନିଆ କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ,...

Read more

କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ...

Read more
Page 427 of 1024 1 … 426 427 428 … 1,024