୧୬,୮୦୦ କୋଟିର ଅତିରିକ୍ତ ବଜେଟ୍
ଭୁବନେଶ୍ୱର: ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅନୁପସ୍ଥିତିରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ୍ ଅତିରିକ୍ତ ବଜେଟ୍ ଆଗତ କରିଥିଲେ । ଏଥିରେ ପ୍ରଶାସନିକ ବ୍ୟୟବରାଦ ୪,୯୩୪ କୋଟି ଥିଲା...
Read more








