ବିଜୟ ବରିହାଙ୍କ ଝିଅ ବର୍ଷାଙ୍କୁ ବିଜେଡି ଟିକେଟ
ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡ଼ି ପକ୍ଷରୁ ଆଜି ପ୍ରାର୍ଥୀ ଘୋଷଣା କରାଯାଇଛି । ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବଡ଼ଝିଅ ବର୍ଷାଙ୍କୁ ଦଳ ପ୍ରାର୍ଥୀ କରିଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ...
Read more








