Our Correspondent

ଆହୁରି ବ୍ୟାପକ ହେବ ‘ଓଡିଶା ମୋ ପରିବାର’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଓଡ଼ିଶା-ମୋ ପରିବାରର ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଗତ ଦିନରେ ଓଡ଼ିଶା-ମୋ ପରିବାର ଦ୍ୱାରା ସଂପାଦନା ହୋଇଥିବା ବିଭିନ୍ନ ସାମାଜିକ...

Read more

ସମୀର-ତୁଷାର ଆଉଟ୍, ଅରୁଣ ଇନ୍

ଭୁବନେଶ୍ୱର: ବିଜେଡିର ନୂତନ ଜିଲ୍ଲା ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଛି । ପୂର୍ବରୁ ଜିଲ୍ଲା ପର୍ଯ୍ୟବେକ୍ଷକ ଥିବା ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ ଚନ୍ଦ୍ରସାରଥୀ ବେହେରା, କଟକ ମେୟର ସୁବାସ ସିଂହ ଏବଂ ପୂର୍ବତନ ବିଧାୟକ ଦେବାଶିଷ...

Read more

ଜିତେନ୍ଦ୍ରଙ୍କୁ ମରଣ ମୁଁହରୁ ଉଦ୍ଧାର କଲା ଓଡିଶା ମୋ ପରିବାର

ଭୁବନେଶ୍ୱର: ସଠିକ୍ ଚିକିତ୍ସା ଅଭାବରୁ ସଙ୍କଟରେ ପଡ଼ିଥିଲା ଜିତେନ୍ଦ୍ରଙ୍କ ଜୀବନ, ଆଉ ଏତିକିବେଳେ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର। ସୁଦୂର ତାମିଲନାଡୁରୁ ଆସି ଓଡ଼ିଶାରେ ଚିକିତ୍ସା ସେବା ପାଇଲେ ଜିତେନ୍ଦ୍ର । ସୂଚନାନୁସାରେ,ଭୁବନେଶ୍ଵର ଅନ୍ତର୍ଗତ ନୟାପଲ୍ଲୀ ଅଞ୍ଚଳର ୩୪ବର୍ଷିୟ...

Read more

ବିଜେପି-ବିଜେଡି ପାଇଁ ଧାମନଗର ଚାଲେଂଜ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ଆଜି ନିର୍ବାଚନ କମିସନଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୩ ତାରିଖରେ ଉପନିର୍ବାଚନ ହେବ ଏବଂ ୬ ତାରିଖରେ ରେଜଲ୍ଟ ବାହାରିବ । ଏଥିପାଇଁ ଆସନ୍ତା ୭ ତାରିଖରେ ବିଜ୍ଞପ୍ତି ଜାରି ହେବ ।...

Read more

ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ପରଲୋକ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଟାଣୁଆ ବିଜେଡ଼ି ନେତା ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଗତ ବିଳମ୍ବିତ ରାତିରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ।...

Read more

ଲୋକସେବା ଭବନରେ ସ୍ୱରାଜ ବୃକ୍ଷ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ୱାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ୱରାଜର ମହୋତ୍ସବ। ମୁଖ୍ୟମନ୍ତ୍ରୀ ନବୀନ...

Read more

ବିକାଶ ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦେଶରେ ସାମାଜିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଶନିବାର କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ...

Read more
Page 444 of 1025 1 … 443 444 445 … 1,025