ଅଧିକ କେନ୍ଦ୍ରୀୟ ଅନୁଦାନ ଦାବି କଲେ ଅତନୁ
ନୂଆଦିଲ୍ଲୀ : ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଦୁଇଦିନିଆ ରାଜ୍ୟ ସମବାୟ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀ ଆରମ୍ଭ ହୋଇଛି । ଏହି ସମ୍ମିଳନୀରେ ଓଡ଼ିଶାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ...
Read more








