ଓଡ଼ିଶା ବିଜେପିକୁ ସମ୍ଭାଳିବେ ସୁନୀଲ ବଂଶଲ
ଭୁୁବନେଶ୍ୱର: ଗୃହମନ୍ତ୍ରୀ ଅମିତ ଶାହଙ୍କ ଅତ୍ୟନ୍ତ ବିଶ୍ୱସ୍ତ ୫୨ ବର୍ଷୀୟ ସୁନୀଲ ବଂଶଲଙ୍କୁ ଓଡ଼ିଶା ବିଜେପି ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲେଙ୍ଗାନା ରାଜ୍ୟର ପ୍ରଭାରୀ ଭାବେ ମଧ୍ୟ ସେ କାର୍ଯ୍ୟ କରିବେ ।...
Read more








